Masthead

ରେଳପଥ ନିର୍ମାଣକୁ ନେଇ ଚାଷୀ ପୋଲିସ ମୁହାଁ-ମୁହିଁ

ସୁକିନ୍ଦା (ବଡ଼ ଖବର ବ୍ୟୁରୋ): ରେଳପଥ ନିର୍ମାଣକୁ ନେଇ ଚାଷୀ ପୋଲିସ ମୁହାଁମୁହଁ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଦାମୋଦରପୁର ଠାରେ ରେଳପଥ ନିର୍ମାଣ କାମକୁ ନେଇ ପୋଲିସ ସହ ଚାଷୀଙ୍କ ମୁହଁମୁହିଁ ହୋଇଛି ।

ସୂଚନା ଅନୁସାରେ, ରେଳପଥ ନିର୍ମାଣ କାମ ଚାଲୁଥିବା ବେଳେ ଚାଷୀଙ୍କ ବିଲକୁ ଜଳ ନିସ୍କାସନ ସୁବିଧା ନକରିବା ସହ ବିଲକୁ ରାସ୍ତ ନଛାଡି ଠିକା କାମ କରୁଥିବାରୁ ସ୍ଥାନୀୟ ଚାଷୀ ଏହାକୁ ବିରୋଧ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ