Masthead

ଧାନ ବୋଝେଇ ଟ୍ରକ ଆଗରେ ଚାଷୀଙ୍କ ଧାରଣା

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ମଣ୍ଡିରେ ଚାଷୀଙ୍କ ଧାରଣା । ଧାନ ମଣ୍ଡିରେ ଟୋକନ ଲାପ୍ସ ପାଇଁ ଚାଷୀମାନେ ଧାନ ମଣ୍ଡିରେ ଧାନ ଦେଇ ପାରୁନାହାନ୍ତି। ଫଳରେ ଚାଷୀଙ୍କ ହଜାର ହଜାର କୁଇଣ୍ଟାଲ ଧାନ ମଣ୍ଡିରେ ଗଦା କରି ଦିନରାତି ଜଗି ବସିଛନ୍ତି। ଏହିଭଳି ଦୃଶ୍ୟ ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅନ୍ତର୍ଗତ ଅଲଣା ସେବା ସମବାୟ ସମିତି ଧାନ ମଣ୍ଡିରେ। ଟୋକନ ଲାପ୍ସ ଯୋଗୁ ଚାଷୀଙ୍କର ଧାନ ଯାଇପାରୁନାହିଁ । ଫଳରେ ଚାଷୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ