Masthead

ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ । କୃଷକ ସଂଘର୍ଷ ସମିତି ପକ୍ଷରୁ ରୁଗୁଡ଼ିଖାଲ ଠାରେ ଚାଷୀଙ୍କ ରାସ୍ତାରୋକ । ସୁକତେଲ ପ୍ରକଳ୍ପରୁ ଆଗଲପୁର ବ୍ଲକକୁ ଜଳସେଚନ ସହ ବିଭିନ୍ନ ଦାବି ନେଇ ଏହି ଆନ୍ଦୋଳନ କରିଛିନ୍ତି ଚାଷୀ । ଦୀର୍ଘ ସମୟ ଧରି ରାସ୍ତାରୋକ ଯୋଗୁ ରାସ୍ତାର ଉଭୟ ପାର୍ଶ୍ବରେ ଗାଡିମଟର ଅଟକି ରହିଥିଲା । ସେମାନଙ୍କ ଅଭିଯୋଗ ଶୁକତେଲ ପ୍ରକଳ୍ପର ବାମ କେନାଲରେ ୫୫ ପ୍ରତିଶତ ଓ ଡାହାଣ କେନାଲରେ ୪୫ ପ୍ରତିଶତ ପାଣି ଛଡା ଯିବାର ଯୋଜନା ରହିଥିଲା ।

ପରେ ବାମରୁ ୩୦ ପ୍ରତିଶତ ଓ ଡ଼ାହାଣ କେନାଲରୁ ୭୦ ପ୍ରତିଶିତ ଜଳସେଚନ ପାଇଁ ବିଭାଗ ଯୋଜନା ରଖିଛି । ଏହାଦ୍ୱାରା ଆଗଲପୁର ବ୍ଲକର ୫ ଟି ପଞ୍ଚାୟତ ଜଳସେଚନ ସୁବିଧାରୁ ବାଦ ପଡିବ । ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇବା ସହ ରାଜ ରାସ୍ତାକୁ ଓହ୍ଲାଇଛନ୍ତି । ଏବଂ ଆଗାମୀ ଦିନରେ ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନ ଜୋରଦାର କରାଯିବାକୁ ଚେତାବନୀ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ