Masthead

ଆଜିଠୁ ପୁଣି ଚାଷୀଙ୍କ ଦିଲ୍ଲୀ ଚଲୋ ଅଭିଯାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ପୁଣି ଚାଷୀଙ୍କ ଦିଲ୍ଲୀ ଚଲୋ ଅଭିଯାନ। ସାରା ଦେଶରୁ ଆସିଥିବା ଚାଷୀମାନେ ଦିଲ୍ଲୀରେ ପହଞ୍ଚିବେ ବୋଲି ଆଶା କରାଯାଉଛି । ଦାବି ପୂରଣ ନହେବା ଯାଏଁ ଏହି ଆନ୍ଦୋଳନ ଜାରି ରଖାଯିବ ବୋଲି କହିଛନ୍ତି କୃଷକ ନେତା ଜଗଜିତ ସିଂ ଦାଲେୱାଲ। ଏହାଛଡ଼ା ୧୦ ତାରିଖରେ କରାଯିବ ଦେଶବ୍ୟାପୀ ରେଳରୋକ ଆନ୍ଦୋଳନ। ଚାଷୀଙ୍କ ଦାବି ପ୍ରସଙ୍ଗରେ ସାରା ଦେଶରେ ଦିନ ୧୨ଟାରୁ ଅପରାହ୍ଣ ୪ଟା ଯାଏ ରେଳରୋକ କରାଯିବ। ପୋଲିସ ପକ୍ଷରୁ ରାଜଧାନୀର ରେଳ ଷ୍ଟେଶନ ଏବଂ ଇଣ୍ଟରଷ୍ଟେଟ ବସ ଟର୍ମିନାଲରେ ସୁରକ୍ଷାକୁ କଡାକଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା