ଚାଷୀଙ୍କୁ ମାଡ଼ ଅଭିଯୋଗ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ରାଇସମିଲରେ ଚାଷୀଙ୍କୁ ମାଡ଼ । ସମ୍ବଲପୁର ବୈଜାମୁଣ୍ଡାରୁ ଆସିଛି ଏଭଳି ଖବର । ଧାନ ମିଲରେ କଟନି ଛଟନିକୁ ନେଇ ବିରୋଧ କରିବାରୁ ଚାଷୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି । ଚାମ୍ପରକେଲାର ଚାଷୀ ବିଭୂତି ପ୍ରଧାନଙ୍କୁ ଗ୍ରାମ୍ୟଦ୍ୟୋଗୀ ରାଇସମିଲର କର୍ମଚାରୀ ମାଡ଼ ମାରି ଲହୁ ଲୁହାର କରିଦେଇଛନ୍ତି । ସେପଟେ ପ୍ରତିବର୍ଷ ଏଠାରେ କଟନି ଛଟନି ହେଉଥିବା ନେଇ ପ୍ରଶାସନକୁ ଜଣାଇଥିଲେ ସୁଦ୍ଧା ପ୍ରଶାସନ ନିରବଦ୍ରଷ୍ଟା ସାଜିଥିବା ଅଭିଯୋଗ ହୋଇଆସୁଛି । ସେପଟେ ମିଲର କର୍ମଚାରୀଙ୍କୁ ଗିରଫ କରାଯାଉ ବୋଲି ଧାରଣା ଦେଇଛନ୍ତି ସ୍ଥାନୀୟ ଚାଷୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ