Masthead

ଚାଷୀ ଅରାଜି

ନୂଆଦିଲ୍ଲୀ(ବଡ଼ ଖବର): ନୂଆ କୃଷି ଆଇନକୁ ବିରୋଧ କରି ଚାଲିଥିବା ଚାଷୀ ଆନ୍ଦୋଳନରେ ବର୍ତ୍ତମାନ ବିଚିତ୍ର ପରିସ୍ଥିତି ସୃଷ୍ଟି ହୋଇଛି । ନୂଆ କୃଷି ଆଇନ ଉପରେ ରୋକ ଲଗାଇବା ସହ ଏକ କମିଟି ଗଠନ କରିଛନ୍ତି । କିନ୍ତୁ ଆନ୍ଦୋଳନକାରୀ ମାନେ ଏହି କମିଟିକୁ ପ୍ରତ୍ୟାଖାନ କରିଛନ୍ତି । କମିଟିରେ ଥିବା ସଭ୍ୟ ମାନଙ୍କୁ ନେଇ ଆପତ୍ତି ଉଠାଇଛନ୍ତି ବିଭିନ୍ନ କୃଷକ ସଂଗଠନ । ବିବାଦୀୟ କୃଷି ଆଇନ ସଂପୂର୍ଣ୍ଣ ପ୍ରତ୍ୟାହାର ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରୀ ରହିବ ବୋଲି କୃଷକ ସଂଗଠନ ପକ୍ଷରୁ କୁହାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା