Masthead

ଚାଷୀ ଅରାଜି

ନୂଆଦିଲ୍ଲୀ(ବଡ଼ ଖବର): ନୂଆ କୃଷି ଆଇନକୁ ବିରୋଧ କରି ଚାଲିଥିବା ଚାଷୀ ଆନ୍ଦୋଳନରେ ବର୍ତ୍ତମାନ ବିଚିତ୍ର ପରିସ୍ଥିତି ସୃଷ୍ଟି ହୋଇଛି । ନୂଆ କୃଷି ଆଇନ ଉପରେ ରୋକ ଲଗାଇବା ସହ ଏକ କମିଟି ଗଠନ କରିଛନ୍ତି । କିନ୍ତୁ ଆନ୍ଦୋଳନକାରୀ ମାନେ ଏହି କମିଟିକୁ ପ୍ରତ୍ୟାଖାନ କରିଛନ୍ତି । କମିଟିରେ ଥିବା ସଭ୍ୟ ମାନଙ୍କୁ ନେଇ ଆପତ୍ତି ଉଠାଇଛନ୍ତି ବିଭିନ୍ନ କୃଷକ ସଂଗଠନ । ବିବାଦୀୟ କୃଷି ଆଇନ ସଂପୂର୍ଣ୍ଣ ପ୍ରତ୍ୟାହାର ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରୀ ରହିବ ବୋଲି କୃଷକ ସଂଗଠନ ପକ୍ଷରୁ କୁହାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫେରି ପାଇଲେ ୫୪ଟି ହଜିଯାଇଥିବା ଦାମୀ ଫୋନ୍ 🔴 ବନ୍ୟା ବିପନ୍ନଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଆଜି ବି ପ୍ରବଳ ବର୍ଷିବ; ୨ ଜିଲ୍ଲାକୁ ରେର୍ଡ, ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଫେରି ପାଇଲେ ୫୪ଟି ହଜିଯାଇଥିବା ଦାମୀ ଫୋନ୍ 🔴 ବନ୍ୟା ବିପନ୍ନଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଆଜି ବି ପ୍ରବଳ ବର୍ଷିବ; ୨ ଜିଲ୍ଲାକୁ ରେର୍ଡ, ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର