Masthead

ଅନ୍ନ ଛାଡିବେ ଅନ୍ନଦାତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ତେଜୁଛି ଚାଷୀ ଆନ୍ଦୋଳନ । କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ନିଜ ଜିଦରେ  ଅଟଳ ଅଛନ୍ତି ଚାଷୀ । ଆସନ୍ତାକାଲି କୃଷକ ସଂଗଠନ ଦିଲ୍ଲୀରେ ଆମରଣ ଅନଶନ କରିବା ନେଇ ଚେତାବନୀ ଦେଇଛି । ଚାଷୀ ସଂଗଠନକୁ ସମର୍ଥନ ଜଣାଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଧ୍ୟ ଅନଶନରେ ବସିବେ ବୋଲି କହିଛନ୍ତି । ଅନ୍ୟପକ୍ଷରେ ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି