Masthead

ମୌସୁମୀର ଲୁଚକାଳି, ଚିନ୍ତାରେ ଚାଷୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ମୌସୁମୀର ଲୁଚକାଳି । ଚିନ୍ତାରେ ଚାଷୀ । ଜୁନରେ ସ୍ୱାଭାବିକରୁ ୧୭ ପ୍ରତିଶତ କମ ବର୍ଷା । ପାଣିପାଗ ବିଭାଗ ଆଗୁଆ ଆକଳନ କରି ସୂଚନା ଦେଇଥିଲା ଯେ, ମୌସୁମୀ ଶିଘ୍ର ଆସିବ । ଚଳିତ ଥର ଭଲ ବର୍ଷା ହେବ । ଆକଳନ ଅନୁଯାୟୀ ମୌସୁମୀ ଶିଘ୍ର ଆସିଲା ।

କିନ୍ତୁ ଜୁନରେ ସ୍ୱାଭାବିକ ଠାରୁ କମ ବର୍ଷିଲା । ମାସର ମଧ୍ୟ ଭାଗରୁ ବିଶେଷ ବର୍ଷା ହୋଇ ନାହିଁ । ଜୁଲାଇ ଦଶ ପର୍ୟ୍ୟନ୍ତ ବିଶେଷ ବର୍ଷା ନାହିଁ । ଆଗକୁ ଚାଷ କାର୍ୟ୍ୟ ଅହୁରି ଅଧିକ ବାଧା ପ୍ରାପ୍ତ ହେବାର ସମ୍ଭାବନା ରହିଛି । ତେବେ ୧୧ ଜିଲ୍ଲା ଓ ୧୫୨ ବ୍ଲକରେ ଜୁନରେ ସ୍ୱାଭାବିକଠାରୁ ନିଅଣ୍ଟି ବର୍ଷା ହୋଇଥିବାରୁ ଚାଷ ବାଧାପ୍ରାପ୍ତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ