Masthead

ଟ୍ରାକ୍ଟର ରାଲି: ବ୍ୟାରିକେଟ ଭାଙ୍ଗିଲେ ଚାଷୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସିଙ୍ଘୁ ସୀମାରେ ପୁଲିସ ପକ୍ଷରୁ ଲଗାଯାଇଥିବା ବ୍ୟାରିକେଡକୁ ଚାଷୀମାନେ ଭାଙ୍ଗି ଦେଇଛନ୍ତି। କୃଷି ଆଇନକୁ ବିରୋଧ କରି ଅନ୍ନଦାତାମାନେ ଆନ୍ଦୋଳନ କରୁଛନ୍ତି । ମଙ୍ଗଳବାର କୃଷକମାନେ ଟ୍ରାକ୍ଟର ରାଲି ବାହାର କରି ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ସକାଳ ୧୦ଟାରେ ଟ୍ରାକ୍ଚର ରାଲି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲା । ଦିଲ୍ଲୀ ସୀମାରେ ୬୦ ହଜାରରୁ ଅଧିକ ଟ୍ରାକ୍ଟର ଓ ଲକ୍ଷାଧିକ କୃଷକ ଉପସ୍ଥିତ ରହିଥିଲେ ।

ଦିଲ୍ଲୀ ଭିତରକୁ ପ୍ରବେଶ କରିବା ପାଇଁ ଚାଷୀମାନେ ଚେଷ୍ଟା କରୁଥିବାବେଳେ ସିଙ୍ଘୁ ଓ ଟିକ୍ରି ସୀମାରେ ପୋଲିସ ଲଗାଇଥିବା ବାରିକେଡ୍‌କୁ ଭାଙ୍ଗି ଦେଇଛନ୍ତି। କେଏମପି-କେଜିପି ରାସ୍ତାରେ ପ୍ରାୟ ୨୫ରୁ ୩୦ କିମି ଯାଏଁ ଟ୍ରାଫିକ ସମସ୍ୟା ଉପୁଜିଛି । ଦିଲ୍ଲୀ ଯିବା ପାଇଁ ପ୍ରଥମେ ସେକ୍ଟର-୬୨ ଦେଇ ନୋଏଡା ବା ଭୋପୁରା ହୋଇ ଦିଲ୍ଲୀରେ ପ୍ରବେଶ କରିବେ। ଦିଲ୍ଲୀ ଯିବା ପାଇଁ ଅନ୍ୟ ରାସ୍ତା ସବୁ ବନ୍ଦ କରିଦିଆଯାଇଛି । ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀ ପୋଲିସ ସମେତ ସିଆର୍‌ପିଏଫ୍‌ ଯବାନଙ୍କୁ ମଧ୍ୟ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ