Masthead

କୁଣ୍ଡଳୀ ସୀମାରେ କୃଷକ ମୃତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନକୁ ବିରୋଧ କରି ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡ଼ାକରା ଦିଆଯାଇଛି । ଏହାର ପ୍ରଭାବ ସାରା ଦେଶରେ ଦେଖିବାକୁ ମିଳିଛି । ଏହା ମଧ୍ୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ତେବେ କୁଣ୍ଡଳୀ ସୀମାରେ କୃଷି ଆଇନକୁ ରବ୍ଦ କରିବାକୁ ଦାବି କରି ଆନ୍ଦୋଳନରେ ସାମିଲ ହୋଇଥିବା ପଞ୍ଜାବର ଜଣେ କୃଷକଙ୍କ ମୃତ୍ୟୁ ଘଟିଛି ।

ହୃତଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି ବୋଲି ସୂଚନା ମିଳିଛି । ମୃତ କୃଷକ ଜଣଙ୍କ ପଞ୍ଜାବ ଜଳନ୍ଧର ଜିଲ୍ଲାର ଖେଲା ଗ୍ରାମର ବଘେଲ ରାମ ବୋଲି ଜଣାପଡ଼ିଛି । ଅନ୍ୟପଟେ କଂଗ୍ରେସ, ଆମ ଆଦମୀ ପାର୍ଟି, ଶିବସେନା କୃଷକଙ୍କ ଭାରତ ବନ୍ଦକୁ ସମର୍ଥନ ଦେଇଥିବାର ଦେଖିବାକୁ ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର