Masthead

ଲକ୍ଷ୍ନୀପୁର ଖୀରିରେ ଚାଷୀଙ୍କ ମୃତ୍ୟୁ ସଂଖ୍ୟା ୬କୁ ପହଞ୍ଚିଲା

ବଡ଼ ଖବର ବ୍ୟୁରୋ: ଲକ୍ଷ୍ନୀପୁର ଖୀରିରେ ଚାଷୀଙ୍କ ମୃତ୍ୟୁ ସଂଖ୍ୟା ୬କୁ ପହଞ୍ଚିଛି । ଏହା ସହ ଆହୁରି କେତେକ ଆହତଙ୍କ ଅବସ୍ଥର ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢିବ ବୋଲି ଆଶଙ୍କା କରାଯାଉଛି । ସେପଟେ ଚାଷୀଙ୍କ ସମେତ ଏପର୍ଯ୍ୟନ୍ତ ମୋଟ ୮ ଜଣଙ୍କ ମୃତ୍ୟୁ ହୋଇଥିବାର କଥା ସାମ୍ନାକୁ ଆସିଛି ।

ତେବେ ଲକ୍ଷ୍ମୀପୁର ଖୀରିରେ ରବିବାର ଅଘଟଣ ଘଟିଛି। ଚାଷୀମାନେ ଉପମୁଖ୍ୟମନ୍ତ୍ରୀଙ୍କୁ ବିରୋଧ କରିବାକୁ ଯାଉଥିବା ବେଳେ କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର ଟନୀଙ୍କ ପୁଅ ଆଶିଷ ମିଶ୍ର ସେମାନଙ୍କ ଉପରେ ଦ୍ରୁତବେଗରେ ଗାଡି ଚଢାଇ ଦେଇଛନ୍ତି। ଫଳରେ ଘଟଣା ସ୍ଥଳରେ ୨ ଜଣ ଚାଷୀଙ୍କ ମୃତ୍ୟୁ ହୋଇଥିବା ବେଳେ ହସ୍ପିଟାଲରେ ଆଉ ୪ଜଣଙ୍କ ମୃତ୍ୟୁ ହୋଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ସତର୍କ ସୂଚନା 🔴 ଭିଜିଲାନ୍ସ ଜାଲରେ CDCA ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ମୁହଁରେ ଗାମୁଛା ପକାଇ ଲୁଟି ନେଲା ଦୁର୍ବୁତ୍ତ 🔴 ସମ୍ବଲପୁର ଭିଡ ହିଂସା ମାମଲା, ପୁଲିସ ୩ଜଣଙ୍କୁ ଅଟକ ରଖିଛି । 🔴 ଭତ୍ତା ହିତାଧିକାରୀଙ୍କୁ ମିଳିଲା ଆଶ୍ୱସ୍ତି 🔴 କ୍ରସ୍ ଭୋଟିଂ ଅଭିଯୋଗରେ ବିଜେଡିକୁ ଝଟକା 🔴 ଇସ୍ତଫା ଦେବେ ବ୍ରିଟେନ୍ ପିଏମ! 🔴 ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ସତର୍କ ସୂଚନା 🔴 ଭିଜିଲାନ୍ସ ଜାଲରେ CDCA ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ମୁହଁରେ ଗାମୁଛା ପକାଇ ଲୁଟି ନେଲା ଦୁର୍ବୁତ୍ତ 🔴 ସମ୍ବଲପୁର ଭିଡ ହିଂସା ମାମଲା, ପୁଲିସ ୩ଜଣଙ୍କୁ ଅଟକ ରଖିଛି । 🔴 ଭତ୍ତା ହିତାଧିକାରୀଙ୍କୁ ମିଳିଲା ଆଶ୍ୱସ୍ତି 🔴 କ୍ରସ୍ ଭୋଟିଂ ଅଭିଯୋଗରେ ବିଜେଡିକୁ ଝଟକା 🔴 ଇସ୍ତଫା ଦେବେ ବ୍ରିଟେନ୍ ପିଏମ! 🔴 ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍