Masthead

ମରୁଡି ଘୋଷଣା ଦାବି ନେଇ ଚାଷୀଙ୍କ ପଦଯାତ୍ରା

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ମରୁଡି ଘୋଷଣା ଓ ବିଭିନ୍ନ ଦାବି ନେଇ ଚାଷୀ ମାନଙ୍କ ପଦଯାତ୍ରା । କଳାହାଣ୍ଡି କେସିଙ୍ଗା ବ୍ଳକ କଶରୁପଡା ଓ କନ୍ତେ ଶିର ପଂଚାୟତ ର ଶହ ଶହ ଚାଷୀଙ୍କ ଶୋଭାଯାତ୍ରା । ମରୁଡ଼ି ଘୋଷଣା, ତେଲନଦୀ ରେ ଆଡ଼ି ବନ୍ଧ, ମଣ୍ଡିରେ କଟନୀ ଛଟନୀ ବନ୍ଦ, ଖରୀଫରେ ମରୁଡ଼ି ପାଇଁ ରବିରେ ମାଗଣାରେ ସାର ଓ ବିହନ ଯୋଗାଇବା ଦାବି ନେଇ ଏକ ଶୋଭାଯାତ୍ରାର ଆସି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ବିଡିଓଙ୍କ ଜରିଆରେ ଦେଇଛନ୍ତି। ଦାବି ପୂରଣ ନ ହେଲେ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ