Masthead

ସବ-କଲେକ୍ଟର ଅଫିସ ଆଗରେ ହେବ ଆନ୍ଦୋଳନ

ରାଉରକେଲା (ବଡ଼ ଖବର ବ୍ୟୁରୋ):ଦାବି ପୂରଣ ନ ହେଲେ ସବ-କଲେକ୍ଟର ଅଫିସ ଆଗରେ ହେବ ଆନ୍ଦୋଳନ । ଏଭଳି ଚେତାବନୀ ଦେଇଛି ବିଜେପି କିଷାନ ମୋର୍ଚ୍ଚା । ଚାଷୀଙ୍କ ସମସ୍ୟାକୁ ନେଇ ରାଉରକେଲାରେ ଏକ ବୈଠକ ବସିଥିଲା । ସେପ୍ଟେମ୍ବର ୧ରେ ଧାନମଣ୍ଡି ଖୋଲାଯିବା ନେଇ ରାଜ୍ୟ ସରକାର ଘୋଷଣା କରିଥିଲେ । କିନ୍ତୁ ଏପର୍ଯ୍ୟନ୍ତ ମଣ୍ଡି ଖୋଲାଗଲା ନାହିଁ । ଫଳରେ ଚାଷୀମାନେ ଦଲାଲିମାନଙ୍କୁ ୧୩୦୦-୧୪୦୦ ଟଙ୍କାରେ ଧାନ ବିକୁଛନ୍ତି । ଧାନମଣ୍ଡି ସବୁ ଦିନ ଖୋଲିବାକୁ ଦାବି କରାଯାଇଛି । ଦାବି ପୂରଣ ନ ହେଲେ ନଭେମ୍ବର୨୯ ତାରିଖରେ ଆନ୍ଦୋଳନ କରିବ କୃଷକ ମୋର୍ଚ୍ଚା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ