Masthead

ମୋଦିଙ୍କୁ ପ୍ରଶଂସା କଲେ କୃଷକ

ବେଙ୍ଗାଲୁରୁ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକରେ ମୋଦିଙ୍କ ଫଟୋ ନିକଟରେ ମନର କଥା କହିଲେ ଜଣେ କୃଷକ । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓରେ ଜଣେ କୃଷକ ବସ୍‌ରେ ଲାଗିଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ସହିତ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଛି।

କୃଷକ ଜଣଙ୍କ ମୋଦିଙ୍କୁ ବହୁତ ପ୍ରଶଂସା କରିଥିଲେ ଏବଂ ଫଟୋକୁ ଚୁମ୍ବନ ଦେଇଥିଲେ। ମୋହନଦାସ କାମାଥ ନାମକ ଜଣେ ୟୁଜର୍ସ ଚାଷୀଙ୍କ ଭିଡିଓ ସେୟାର କରିଛନ୍ତି। ଏବଂ ସେହି ଭିଡିଓକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଟ୍ୟାଗ କରାଯାଇଛି। ୟୁଜର୍ସମାନେ ଏହାକୁ ପ୍ରଧାନମନ୍ତ୍ରୀଙ୍କ ପାଇଁ ସାଧାରଣ ଲୋକଙ୍କ ପ୍ରେମ ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ