Masthead

ମୋଦିଙ୍କୁ ପ୍ରଶଂସା କଲେ କୃଷକ

ବେଙ୍ଗାଲୁରୁ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକରେ ମୋଦିଙ୍କ ଫଟୋ ନିକଟରେ ମନର କଥା କହିଲେ ଜଣେ କୃଷକ । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓରେ ଜଣେ କୃଷକ ବସ୍‌ରେ ଲାଗିଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ସହିତ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଛି।

କୃଷକ ଜଣଙ୍କ ମୋଦିଙ୍କୁ ବହୁତ ପ୍ରଶଂସା କରିଥିଲେ ଏବଂ ଫଟୋକୁ ଚୁମ୍ବନ ଦେଇଥିଲେ। ମୋହନଦାସ କାମାଥ ନାମକ ଜଣେ ୟୁଜର୍ସ ଚାଷୀଙ୍କ ଭିଡିଓ ସେୟାର କରିଛନ୍ତି। ଏବଂ ସେହି ଭିଡିଓକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଟ୍ୟାଗ କରାଯାଇଛି। ୟୁଜର୍ସମାନେ ଏହାକୁ ପ୍ରଧାନମନ୍ତ୍ରୀଙ୍କ ପାଇଁ ସାଧାରଣ ଲୋକଙ୍କ ପ୍ରେମ ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା