କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ଚାଷୀ ପାଇବେ ଏକ ଲକ୍ଷ କୋଟି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟ ଓ କୃଷି କ୍ଷେତ୍ର ପାଇଁ କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି । କୃଷି ଏବଂ ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଏପିଏମସି ଜାରି ରହିବା ସହ ମଣ୍ଡି ମାଧ୍ୟମରେ ଏକ ଲକ୍ଷ କୋଟି ଟଙ୍କା ଚାଷୀଙ୍କୁ ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏହା ଆତ୍ମନିର୍ଭର ଭାରତ ଯୋଜନା ମଧ୍ୟ ଲାଭ ମିଳିବ ବୋଲି କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର କହିଛନ୍ତି । ଯେଉଁ ଚାଷୀ ମାନେ ଆନ୍ଦୋଳନରତ ଅଛନ୍ତି ସେମାନଙ୍କୁ ମଧ୍ୟ ଏପିଏମସି ଜରିଆରେ ସିଧାସଳଖ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଦିଆଯାଇଛି ।

ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ମଧ୍ୟ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ୨୩ ହଜାର ୧୦୦ କୋଟି ଟଙ୍କା ଇମର୍ଜେନ୍ସି ପ୍ୟାକେଜ ଘୋଷଣା କରିଛନ୍ତି ସରକାର । ଏହି ଅର୍ଥ କେନ୍ଦ୍ର ଓ ରାଜ୍ୟର ମିଳିତ ଉଦ୍ୟମରେ ଦିଆଯିବ । ଏଥିରେ କୋଭିଡ ହସ୍ପିଟାଲ ଓ ଆବଶ୍ୟକ ଭିତ୍ତିଭୂମିରେ ଆବଶ୍ୟକ ବ୍ୟବସ୍ଥା କରାଯିବ । କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ପରିବର୍ତ୍ତନ କରାଯିବା ପରେ ନୂଆ ଦାୟିତ୍ବ ନେଇଥିବା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁରଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ସମ୍ମିଳନୀରେ ଏହି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ