ପୂର୍ବତନ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ

କଟକ (ବଡ଼ ଖବର ବ୍ୟୁରୋ): କନ୍ଦରପୁର କଲେଜର ପୂର୍ବତନ ଅଧ୍ୟକ୍ଷ ସୁଦର୍ଶନ ଶତପଥୀଙ୍କୁ ମରଣାନ୍ତକ ଆକ୍ରମଣ । ଗାଡି ନେଇ ବଜାରକୁ ଆସୁଥିବା ସମୟରେ ମୁଣ୍ଡାସାହି ଗଡା ନିକଟରେ କେହି ଦୁବୃର୍ତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ପୂର୍ବ ପ୍ରସ୍ତୁତି ଅନୁଯାୟୀ ତାଙ୍କୁ ନିର୍ମମ ଭାବରେ ହାଣି ଘଟଣାସ୍ଥଳରୁ ଖସି ଫେରାର ହୋଇଯାଇଥିଲେ ଦୁବୃର୍ତ୍ତ ।

ତାଙ୍କୁ ରକ୍ତ ଝୁଡୁବୁଡୁ ଅବସ୍ଥାରେ କଟକ ବଡ଼ ମେଡ଼ିକାଲ ଅଣାଯାଇଥିଲା । ସେଠାରେ ଡାକ୍ତର ମୃତ୍ୟୁ ଘୋଷଣା କରିଛନ୍ତି । ତାଙ୍କ ଘର ପାଖର ଜଣେ ଯୁବକ ତାଙ୍କୁ ହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ