Masthead

ମୂର୍ତ୍ତି ଭସାଣିକୁ ନେଇ ମରଣାତ୍ମକ ଆକ୍ରମଣ

କଟକ (ବଡ଼ ଖବର ବ୍ୟୁରୋ): ଦୁର୍ଗା ମୂର୍ତ୍ତି ଭସାଣିକୁ ନେଇ ମରଣାତ୍ମକ ଆକ୍ରମଣ । ପୋଲିସ ପ୍ରଶାସନର ହାମ୍ବଡା ନୀତି ପାଇଁ କିଶନନଗର ଭୋଇ ସାହିର ଜଣେ ଯୁବକକୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । କିଶନନଗରରେ ଦଶରୁ ଅଧିକ ମୂର୍ତ୍ତି ପୂଜା ପାଆନ୍ତି। ପ୍ରତିବର୍ଷ କିଶନ ନଗର ଥାନାରେ ଶାନ୍ତି କମିଟି ଗଠନ କରାଯାଇଥାଏ ।

କିନ୍ତୁ ପୋଲିସ ପ୍ରଶାସନ ଏ ବର୍ଷ ଶାନ୍ତି କମିଟି ବୈଠକ ଡାକି ନଥିଲା । ଭସାଣି ବେଳେ ସାମାନ୍ୟ ବଚସାକୁ ନେଇ ଆଜି ସକାଳୁ ଗୁରୁଚରଣ ଭୋଇକୁ ମରଣାତ୍ମକ ଆକ୍ରମଣ ହୋଇଥିବା ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି