ସୌମ୍ୟ ହତ୍ୟା, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍‌ କିରଥିଲେ। ପୂର୍ବାହ୍ନ ୧୧.୦୬ରେ କଲ୍‌ କରିଥିବାବେଳେ ୧୧.୩୬ରେ ଦୁର୍ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସ ପହଞ୍ଚିଥିଲା। ଘଟଣାସ୍ଥଳରେ ୧୦୮ ପହଞ୍ଚି କଲ୍‌ କରିଥିବା ବ୍ୟକ୍ତିଙ୍କୁ କଲ୍‌ ବ୍ୟାକ୍‌ କରିଥିଲେ। ତେବେ ଦୁର୍ଘଟଣାରେ ଶିକାର ଯୁବତୀ ମେଡିକାଲ ପଳାଇଥିବା ବ୍ୟକ୍ତି ଜଣଙ୍କ କହିଥିଲେ। ସେହି ସମୟରେ ସୌମ୍ୟଙ୍କ ହାତଗୋଡ଼ ବାନ୍ଧି ପଡ଼ିଆରେ ମାଡ଼ ମାରୁଥିଲେ। ତେବେ ସେ ବ୍ୟକ୍ତି କିଏ ଓ କାହିଁକି ଆମ୍ବୁଲାନ୍ସ ଫେରାଇଦେଲେ ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଆମ୍ବୁଲାନ୍ସ ଫେରାଇବା ପଛରେ ଷଡ଼ଯନ୍ତ୍ର ଅଛି କି ନାହିଁ ତା’ର ତନାଘନା କରୁଛି ଜାତୀୟ ମାନବାଧିକାର କମିଶନ(NHRC)।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!