Masthead

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ

ଧାମନଗର (ବଡ଼ ଖବର ବ୍ୟୁରୋ): ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଜଣେ ମୃତ, ତିନି ଆହତ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଧାମନଗର ୧୬ନଂ ଜାତୀୟ ରାଜପଥ ବିଷ୍ଣୁପୁର ପାଖରେ । ଘଟଣାସ୍ଥଳରେ ଜଣେ ମୃତ୍ୟୁ ହୋଇଥିବା ବେଳେ ତିନି ଆହତ ହେଇଥିବା ସୂଚନା ମିଳିଛି । ଆହତଙ୍କୁ ଚିକିତ୍ସା ପାଇଁ ଭଦ୍ରକ ମେଡିକାଲ ପଠାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ କ୍ଷତିପୂରଣ ପାଇଁ ରାସ୍ତାରୋକ କରିଛନ୍ତି ସ୍ଥାନୀୟ ଲୋକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ