Masthead

ମୁଗ ଚାଷକୁ କେନ୍ଦ୍ର କରି ପୁଅ-ବୋହୂଙ୍କୁ ହାଣିଲା ବାପା

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ବାପାର ଭୁଜାଲି ଚୋଟରେ ପୁଅ-ବୋହୂ ଗୁରୁତର । ଏଭଳି ଅଭାବନୀୟ ଘଟଣା ଘଟିଛି ଆଳି ଥାନା ସାନ ଆଙ୍କ ଗାଁରେ । ମୁଗ ଚାଷକୁ କେନ୍ଦ୍ର କରି ଘଟିଛି ଅଘଟଣ । ବାପ ଭୁଜାଲି ଚୋଟରେ ପୁଅ ଓ ବୋହୁ ଗୁରୁତର । ଆହତଙ୍କୁ ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ମୁଗ ଚାଷକୁ ନେଇ ବାପ ପଚେଇ ବେହେରା ପୁଅ ସହଦେଵ ଓ ବୋହୁ ବାସନ୍ତିଙ୍କ ମଧ୍ୟରେ ବଚସା ହୋଇଥିଲା ।

ବଚସା ପରେ ଉତ୍ୟକ୍ତ ହୋଇ ପଚେଇ ଏକ ଭୁଜାଲି ରେ ପୁଅ ଓ ବୋହୂଙ୍କୁ ଆକ୍ରମଣ କରିଥିଲେ । ଏନେଇ ପୁଅ ଓ ବୋହୂ ଅଭିଯୋଗ କରୁଥିବା ବେଳେ ବାପା ପଚେଇ ଏହାକୁ ଖଣ୍ଡନ କରିଛନ୍ତି । ସେ କହିଛନ୍ତି ମୋତେ ମୋ ପୁଅ ଓ ବୋହୁ ହାଣିଛନ୍ତି । ଏଥିରେ ତେବେ ପଚେଇ ମଧ୍ୟ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ