Masthead

ପୁଅର କୁରାଢୀ ଚୋଟରେ ବାପା ମୃତ

ପିପିଲି (ବଡ଼ ଖବର ବ୍ୟୁରୋ): ନୃଶଂସ ପୁଅ । ବାପାକୁ ବି ଛାଡ଼ିଲାନି । ନିଶାରେ ବାପାକୁ କୁରାଢୀରେ କଲା ଆକ୍ରମଣ ।ଏଭଳି ଅଭାବନୀୟ ଘଟଣା ଘଟିଛି ପିପିଲି ଥାନା ସାନକଣ୍ଟି ଗ୍ରାମରେ । ମୃତକ ହେଲେ ହୃଷିକେଶ ପ୍ରଧାନ । ଗତକାଲି ରାତିରେ ଅଭିଯୁକ୍ତ ପୁଅ ଜିତୁ ନିଶା ଅବସ୍ଥାରେ ବାପାକୁ କୁରାଢୀରେ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ବାପାଙ୍କ ମୃତୁ୍ୟ ହୋଇଛି । ଖବର ପାଇ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ