Masthead

ସ୍ତ୍ରୀ ଓ ପୁଅକୁ ହତ୍ୟା କଲା ବାପା

ଭଦ୍ରକ (ବଡ଼ ଖବର ବ୍ୟୁରୋ):  ନୃଶଂସ ସ୍ୱାମୀ । ସ୍ତ୍ରୀ ଓ ପୁଅକୁ କଲା ହତ୍ୟା । ଏଭଳି ଅଭାବନୀୟ ଘଟଣା ଘଟିଛି ଭଣ୍ଡାରିପୋଖରୀ ଥାନା ତେସିଙ୍ଗା ପଞ୍ଚାୟତ କୁଶଗଡିଆରେ । ଏକ ଭଡା ଘରୁ ମାଆ ଓ ପୁଅର ମୃତ ଦେହ ଉଦ୍ଧାର କରିଛି ପୋଲିସ । ପାରିବାରିକ କଳହରୁ ମାଆ ଓ ପୁଅକୁ ବାପା ହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ଅଭିଯୁକ୍ତ ହେଲେ ଉମେଶ ନାୟକ । ହତ୍ୟା କରି ଉମେଶ ଫେରାର ହୋଇଯାଇଥିଲେ । ପରେ ପୋଲିସ ଖୋଜାଖୋଜି କରି ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତଙ୍କ ଘର ବନ୍ତ ଅଞ୍ଚଳରେ ହୋଇଥିବାବେଳେ ସେମାନେ କୁଶଗଡିଆରେ ଭଡାରେ ରହୁଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା