Masthead

ବ୍ରିଟେନ ଫେରନ୍ତାକୁ ନେଇ ଓଡିଶାରେ କୋକୁଆ ଭୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବ୍ରିଟେନ ଫେରନ୍ତାକୁ ନେଇ ଓଡିଶାରେ ଭୟ । ଖାସ କରି ରାଜଧାନୀରେ ଏହି ଭୟ ବେଶୀ ଦେଖିବାକୁ ମିଳୁଛି । ବ୍ରିଟେନରୁ ଓଡିଶାକୁ ବାହୁଡିଛନ୍ତି ୬୧ ଜଣ । ସେମାନଙ୍କ ଭିତରୁ ଦୁଇ ଜଣ ପଜେଟିଭ ଚିହ୍ନଟ ହୋଇସାରିଛନ୍ତି । ସବୁଠାରୁ ବଡ କଥା ଦୁଇ ଜଣଙ୍କ ଭିତରେ ଜଣେ ଶିଶୁ ଥିବା ବିଏମସି ପକ୍ଷରୁ ସୂଚନା ରହିଛି । ଆଗକୁ ଏହି ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରୁଛି ସ୍ୱାସ୍ଥ୍ୟ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ