Masthead

କରୋନା ପରେ ଏବେ ସାଇଟୋମେଗାଲ ଭାଇରସ ଭୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ କୋରୋନାର ଦ୍ୱିତୀୟ ଲହର ଧିରେ ଧିରେ କମିବାରେ ଲାଗିଛି । ହେଲେ କୋରୋନାରୁ ସୁସ୍ଥ ହେବା ପରେ ବଢୁଛି ଟେନସନ । କରୋନାରୁ ସୁସ୍ଥ ହେବା ପରେ ଅନେକ କିଛି ରୋଗ ଏବେ ଦେଖିବାକୁ ମିଳୁଛି । ବ୍ଲାକ, ହ୍ୱାଇଟ ଓ ୟେଲୋ ଫଙ୍ଗସ୍ ପରେ ଏବେ ନୂଆ ଭୟଙ୍କର ରୋଗ ଦେଖିବାକୁ ମିଳୁଛି । ଏହାର ନାଁ ହେଉଛି ସାଇଟୋମେଗାଲୋ ଭାଇରସ ।

ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ସାଇଟୋମେଗାଲୋ ନାମକ ନୂଆ ସଂକ୍ରମଣ ଦେଖାଯାଇଛି। ଦିଲ୍ଲୀର ଗଙ୍ଗା ରାମ ହସ୍ପିଟାଲରେ କୋଭିଡ ରୋଗୀଙ୍କଠାରେ ସାଇଟୋମେଗାଲୋ ଭାଇରସର ପାଞ୍ଚଟି ମାମଲା ରିପୋର୍ଟ ହୋଇଥିବା ହସ୍ପିଟାଲ୍‌ ପକ୍ଷରୁ ସୂଚନା ମିଳିଛି। ତେବେ ଏହି ୫ଟି ମାମଲାରୁ ଜଣଙ୍କର ମୃତ୍ୟୁ ହୋଇଛି । କୋରୋନାରୁ ସୁସ୍ଥ ପରେ ସାଇଟୋମେଗାଲୋ ଭାଇରସ କାରଣରୁ ମଳଦ୍ୱାରରୁ ରକ୍ତ ପଡ଼ିବା ଘଟଣା ଭାରତରେ ପ୍ରଥମେ ରିପୋର୍ଟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ