Masthead

ପ୍ରବଳ ବର୍ଷା କାରଣରୁ ବନ୍ୟା ଭୟ

ମୟୂରଭଞ୍ଜ(ବଡ଼ ଖବର ବ୍ୟୁରୋ): ଚାଲିଯାଇଛି ବାତ୍ୟା । ହେଲେ ଏହାର ପ୍ରଭାବରେ ହୋଇଥିବା ପ୍ରବଳ ବର୍ଷା ଏବେ ବନ୍ୟା ଭୟ ସୃଷ୍ଟି କରିଛି । ମୟୂରଭଞ୍ଜର ବୁଢାବଳଙ୍ଗ ଓ ଏହାର ଅନ୍ୟ ଶାଖା ନଦୀ ଗୁଡ଼ିକରେ ଜଳସ୍ତର ବଢିବାରେ ଲାଗିଛି । ଦିନ ତମାମ ବର୍ଷା ଲାଗି ରହିଥିବାରୁ ବନ୍ୟା ବିପଦ ଆଶଙ୍କା ବଢି ଯାଇଛି । ଖୁବଶିଘ୍ର ବନ୍ୟା ସ୍ଥିତି ହୋଇପାରେ ବୋଲି ସରକାର ଆଶା ବ୍ୟକ୍ତ କରିଛନ୍ତି । ଅତି ଭୀଷଣ ବାତ୍ୟା ପ୍ରଭାବରେ ମୟୁରଭଞ୍ଜର ସ୍ଥିତି ଗମ୍ଭୀର ହେଲାଣି ।

ଶିମିଳିପାଳ ଅଂଚଳରେ ଗତକାଲି ଠାରୁ ପ୍ରବଳ ବର୍ଷା ହେବାରୁ ପ୍ରଶାସନ ବାରିପଦାରେ ଫ୍ଲାସଫ୍ଲଡ଼ ଆଶାଙ୍କା କରୁଛନ୍ତି । ପରିସ୍ଥିତିକୁ ଦେଖି ବାରିପଦା ଅଂଚଳରେ ଲୋକଙ୍କୁ ନିରାପଦ ସ୍ଥାନକୁ ନେବା ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଅନ୍ୟପକ୍ଷରେ ଶିମିଳିପାଳ ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଜିଲ୍ଲାରେ ପ୍ରବାହିତ ବୁଢ଼ାବଳଙ୍ଗ ଓ ଅନ୍ୟାନ୍ୟ ଶାଖା ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଦିନତମାମ ଅବିଶ୍ରାନ୍ତ ବର୍ଷା ଲାଗି ରହିଥିବାରୁ ବନ୍ୟା ବିପଦ ଆଶଙ୍କା ବଢ଼ିଯାଇଛି। ଖୁବ୍ ଶୀଘ୍ର ଜିଲ୍ଲାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ବୋଲି ସରକାର ଆଶଙ୍କା ବ୍ୟକ୍ତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼