Masthead

୫୦ ପ୍ରତିଶତ ଫି ଛାଡ଼

ବେଗୁନିଆପଡା (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀରେ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି ଯାଇଛି । ଛାତ୍ରଛାତ୍ରୀଙ୍କ ପାଠପଢା ଓ ସ୍କୁଲ ଫିକୁ ନେଇ ଚିନ୍ତାରେ ଅଭିଭାବକ । ଏଭଳି ସ୍ଥିତିରେ ଗଂଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ମୁଣ୍ଡୁଳାସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଛାତ୍ରଛାତ୍ରୀଙ୍କ ନାମଲେଖା ଫି ଏବଂ ଅନ୍ୟାନ୍ୟ ଫିସ୍ ବାବଦକୁ ୫୦ ପ୍ରତିଶତ ଟଙ୍କା ଛାଡି ଦେଇଛି । ଶିକ୍ଷାନୁଷ୍ଠାନର ପରିଚାଳନା ଦାୟିତ୍ବରେ ଥିବା ସୁରେନ୍ଦ୍ର ନାଥ ପ୍ରଧାନ କହିଛନ୍ତି, କରୋନାରେ ସର୍ବସାଧାରଣଙ୍କ ମେରୁଦଣ୍ଡ ଭାଙ୍ଗି ଯାଇଛି । ଲୋକେ ଏବେ ଆର୍ଥିକ ସଂକଟ ଦେଇ ଗତି କରୁଛନ୍ତି। ଏଥିପାଇଁ ଅନୁଷ୍ଠାନ ପକ୍ଷରୁ ଅଧା ଫି ଛାଡ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। କରୋନା ପାଇଁ ଅନଲାଇନ୍ କ୍ଲାସ୍ ଚାଲିଥିବା ଶିକ୍ଷକ ଶିକ୍ଷୟିତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା