Masthead

ମାଈ ମୃଗ ଉଦ୍ଧାର

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ପୌରାଂଚଳ ୧୫ନମ୍ବର ୱାର୍ଡରୁ ମାଈ ମୃଗ ଉଦ୍ଧାର ହୋଇଛି । ୧୫ନମ୍ବର ୱାର୍ଡ ଚାଟ୍ରାରେ ମୃଗଟି ବାଟ ନ ପାଇ ବିଲ ଆଡକୁ ଧାନ ଖାଇବାକୁ ପଶି ଆସିଥିଲା । ଚାଟ୍ରା ୧୫ନମ୍ବର ୱାର୍ଡର ମା’ ମଙ୍ଗଳା ଗୋଷ୍ଠୀକେନ୍ଦ୍ରର ପିଲାଙ୍କ ଦ୍ୱାରା ମାଈ ମୃଗକୁ ବନ ବିଭାଗକୁ ହସ୍ତାନ୍ତର କରାଯାଇଥିଲା । ମୃଗକୁ ଦେଖିବାକୁ ଗ୍ରାମବାସୀଙ୍କ ଭିଡ ଲାଗିଥଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼