Masthead

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରିରେ ଆଜି ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ମହିଳା ମାଓବାଦୀ ଲଚ୍ଛି ଖରା ୧ ବର୍ଷ ପୂର୍ବରୁ ମାଓବାଦୀ ଦଳରେ ମିଶିଥିଲେ । ମହିଳା ମାଓବାଦୀଙ୍କ ଉପରେ ବରିଷ୍ଠ ମାଓବାଦୀଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ସେ ମାଲକାନଗିରି ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ମାଲକାନଗିରି ଓ ଛତିଶଗଡ଼ ପୋଲିସରର ମିଳିତ ସର୍ଚ୍ଚ ଅପରେସନ ସମୟରେ ଧରା ପଡିଥିବା ଲଚ୍ଛି ଖରା ମୁକୁଟପାଲି ଅଞ୍ଚଳର ବୋଲି ଜଣାପଡିଛି । ମାଓବାଦୀଙ୍କ ଆଦର୍ଶକୁ ଦେଖି ଲଚ୍ଛି ମାଓବାଦୀଙ୍କ ସହିତ ମିଶିଥିଲା । କିନ୍ତୁ ସେମାନଙ୍କର ମହିଳାଙ୍କ ପ୍ରତି ଅସଦ ବ୍ୟବହାର ଦେଖି ପୋଲିସ ପାଖରେ ଆତ୍ମସମର୍ପଣ କରିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ