Masthead

ସାରର ଅଭାବୀ ବିକ୍ରି

ବରଗଡ଼ (ବଡ଼ ଖବର ବ୍ୟୁରୋ): ସାରର ଅଭାବୀ ବିକ୍ରି । ବରଗଡ଼ରେ ଭୟାନକ ମରୁଡ଼ି ସ୍ଥିତି । ସୋହେଲ ବ୍ଲକ ଘେଁସି ଠାରେ ଶ୍ରୀ ଗଣେଶ ଟ୍ରେଡ‌‌ସର ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ସରକାର ସାରର ମୂଲ୍ୟ ୨୬୬ ଟଙ୍କା ନିର୍ଦ୍ଧାରଣ କରିଥିବା ବେଳେ ଚାଷୀମାନେ ବ୍ଲାକରେ ୪୫୦ ଟଙ୍କାରେ କିଣୁଥିବା ଦେଖିବାକୁ ମିଳିଛି । ଚାଷୀମାନେ ଶୋଷଣର ଶିକାର ହେଉଥିବା ଦେଖିବାକୁ ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ