ସାର କଳାବଜାରୀ ଚାଷୀଙ୍କୁ ଶୋଷଣ

ସୋହେଲା(ବଡ଼ ଖବର ବ୍ୟୁରୋ): କେତେବେଳେ ମରୁଡ଼ି ତ କେତେବେଳ ଲଗାଣ ବର୍ଷାରୁ ବନ୍ୟା । ଏ ବର୍ଷ ଯେମିତି ଚାଷୀ ପାଇଁ ଖାଲି ଦୁଃଖ ହିଁ ଦୁଃଖ । ଏହା ସତ୍ତ୍ବେ ଅସାଧୁ ବେପାରୀ ଅମାନବିକତା ଛାଡ଼ି ନାହାନ୍ତି । ବରଗଡ ଜିଲ୍ଲାରେ ୟୁରିଆ ସାରର ଘୋର କଳାବଜାରୀ ଦେଖାଦେଇଛି l

ସୋହେଲା ବ୍ଲକ ଘେଁସଠାରେ ଶ୍ରୀ ଗଣେଶ ଟ୍ରେଡର୍ସଠାରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ତେବେ ସରକାର ୨୬୬ ଟଙ୍କାରେ ସାର ମୂଲ୍ୟ ନିର୍ଦ୍ଧାରଣ କରିଥିବା ବେଳେ ବ୍ଲାକରେ ଚାଷୀମାନେ ୪୫୦ ଟଙ୍କାରେ କିଣିବାକୁ ବାଧ୍ୟ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ