Masthead

ଆଜି  କୁମାରୀ ଙ୍କ ପର୍ବ କୁମାର ପୂର୍ଣ୍ଣିମା

ଭୁବନେଶ୍ୱର,  (ବଡ଼ ଖବର ବ୍ୟୁରୋ):ଆଜି  ପବିତ୍ର କୁମାର ପୂର୍ଣ୍ଣିମା । ଆଶ୍ୱିନ ମାସର ପୂର୍ଣ୍ଣିମା ତିଥିରେ ପଡିଥାଏ କୁମାର ପୂର୍ଣ୍ଣିମା । କୁମାରୀ ଝିଅଙ୍କ ବଡ଼ ପର୍ବ । ଓଡ଼ିଶାରେଏହି ଦିନଟିକୁ ଝିଅମାନେ ବେଶ ଆନନ୍ଦର ସହ ପାଳନ କରିଥାନ୍ତି ।
କୁମାର ପୂର୍ଣ୍ଣିମା , କୁମାର ମାନଙ୍କ ପାଇଁ କୁମାରୀ ପାଳନ କରିଥାନ୍ତି  । ଏହି ଦିନ ସକାଳୁ ସକାଳୁ ଝିଅମାନେ ସୂର୍ଯ୍ୟ ଉଦୟ ପୂର୍ବରୁ ସ୍ନାନ ସାରି ନୂଆ ବସ୍ତ୍ର ପରିଧାନ କରି ଆଂଜୁଳା ଟେକିଥାନ୍ତି । କୁଲାରେ ସାତ ପ୍ରକାରର ଫଳ ଧରି ଚଉଁରାମୂଳରେ ବିଧି ସହକାରେ ପୂଜା କରିଥାନ୍ତି ।
ସନ୍ଧ୍ୟାରେ ଆକାଶରେ ଚନ୍ଦ୍ର ଆସିବା ପରେ ପ୍ରସାଦ ଚାନ୍ଦ କରି ଭୋଗ କରିଥାନ୍ତି ।

ପ୍ରସିଦ୍ଧ ମା’ଗଜଲକ୍ଷ୍ମୀଙ୍କ ମଧ୍ୟ ଆଜି ଠାରୁ ବିଭିନ୍ନ ପୂଜାମଣ୍ଡପରେ  ପୂଜା ପାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’