Masthead

ଦ୍ୱିତୀୟ ଦିନରେ ଟ୍ରିବ୍ୟୁନାଲ ଟିମର କ୍ଷେତ୍ର ପରିଦର୍ଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ । ଦ୍ୱିତୀୟ ଦିନରେ ଚିପିଲିମା ପାୱାର ହାଉସ, ଅତାବିରା ବ୍ରାଂଚ କେନାଲ ଓ ଶାସନ କେନାଲ ବୁଲି ପରିଦର୍ଶନ କରିବ ଟିମ । ଗତକାଲି ହୀରାକୁଦ ଡ୍ୟାମ ସହ ତଳ ଓ ଉପରମୁଣ୍ଡ ଅଞ୍ଚଳ ଗସ୍ତ କରି ଅନୁଧ୍ୟାନ କରିଥିଲା ।

୨୩ତାରିଖ ଯାଏଁ ଚାଲିବ ଏହି ସର୍ଭେ । ତେବେ ମହାନଦୀ ଟ୍ରିବ୍ୟୁନାଲ, ଓଡ଼ିଶା ଛତିଶଗଡ ମଧ୍ୟରେ ଉପୁଜିଥିବା ବିବାଦ ସମାଧାନ କରିବାରେ କେତେ ସକ୍ଷମ ହେବେ ସେ ନେଇ ପୁଣି ଥରେ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ