Masthead

ବିତିଲା ୧୫ ଘଣ୍ଟା, ହାଇଦରର ଟେର୍ ପାଉନି ପୋଲିସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦରର ଫେରାର ହେବା ୧୫ ଘଣ୍ଟା ବିତିଗଲାଣି ଅଥଚ ଏଯାଏଁ ଟେର ପାଉନି ପୋଲିସ। ଗତକାଲି ସନ୍ଧ୍ୟାରୁ କଟକ ବଡ଼ ମେଡିକାଲରୁ କୁଖ୍ୟାତ ଅପରାଧୀ ହାଇଦର ଫେରାର ହୋଇଯାଇଥିଲା । ତାକୁ ଖୋଜିବା ପାଇଁ ଏକାଧିକ ସ୍ପେଶାଲ ସ୍କ୍ୱାଡ୍‌ ଗଠନ କରାଯାଇ ସର୍ଚ୍ଚ ଅପରେସନ ଚାଲିଛି।

କଟକ ସହର ସମେତ ସୀମାବତ୍ତୀ ଜିଲ୍ଲାର ପୁଲିସକୁ ମଧ୍ୟ ଆଲର୍ଟ କରାଯାଇଛି। ରାଜ୍ୟ ରାଜପଥ ଓ ଜାତୀୟ ରାଜପଥର ଉଭୟ ପଟରୁ ଆସୁଥିବା ଗାଡିଗୁଡିକୁ ପୁଲିସ ଅଟକାଇ ତନତନ କରି ଯାଞ୍ଚ କରିଛି। ତଥାପି ହାଇଦରକୁ ଧରିବାରେ ପୋଲିସ ବିଫଳ ହୋଇଛି। ଏନେଇ ଗତକାଲି କଟକ ଡିସିପି ପ୍ରତୀକ ସିଂଙ୍କ କାର୍ଯ୍ୟାଳୟରେ ମଧ୍ୟ କମିଶନରେଟ୍ ପୁଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ପୁଲିସ୍ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକ ବସିଥିଲା। ହାଇଦରକୁ ଧରିବାକୁ ହୋଇଥିବା ଅପରେସନରେ ବଛାବଛା ପୁଲିସ ଅଧିକାରୀଙ୍କୁ ସାମିଲ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ