Masthead

ମାଓ ଭୟରେ ଭିଟାମାଟି ଛାଡିଲେ ୮୫ ପରିବାର

ମାଲକାନାଗିରି (ବଡ଼ ଖବର ବ୍ୟୁରୋ): ମାଲକାନାଗିରି ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ବିକାଶ ପାଇଁ ସରକାର ଅଣ୍ଟାଭିଡିଛନ୍ତି । ସ୍ୱାସ୍ଥ୍ୟ ସେବାଠୁ ଆରମ୍ଭକରି ଗମନାଗମନ ପର୍ଯ୍ୟନ୍ତ ବିକାଶର ଧାରା ଅବ୍ୟାହତ ରହିଛି । କିନ୍ତୁ ଲୋକଙ୍କ ମନରୁ ମାଓବାଦୀ ଭୟ ଏଯାବତ୍ ଦୂର ହୋଇପାରିନି । ମାଓବାଦୀଙ୍କ ଭୟରେ ପୁର୍ବପୁରୁଷର ଭିଟାମାଟି ଭୁଲିଯାଉଛନ୍ତି ଗାଁ ଲୋକେ । ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଯୋଡାମ୍ବ, ପନସପୁଟ,ଅଣ୍ଡରାପାଲି,ନାକାମାମୁଡି ପଞ୍ଚାୟତର ପୁଣି ୮୫ ପରିବାର ଭିଠାମାଟି ଛାଡିଛନ୍ତି । ଗତକାଲି ଠୁ ଗାଁ ଛାଡି ସେମାନେ ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ସରକାରୀ ଫଳ ବଗିଚା ନିକଟରେ ଆଶ୍ରୟ ନେଇଛନ୍ତି । ସ୍ଥାନୀୟ ଲୋକେ ସବୁବେଳେ ମାଓବାଦୀଙ୍କ ଚାପ ଓ ଭୟରେ ରହିଆସୁଛନ୍ତି । ସେଥିପାଇଁ ଜୀବନ ଭୟରେ ସେମାନେ ଗାଁ ଛାଡି ଚାଲିଆସିଥିବା କଥା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା