Masthead

ସୁପ୍ରିମକୋର୍ଟର ୫୦ ପ୍ରତିଶତ କର୍ମଚାରୀ କରୋନା ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । ବିଗିଡ଼ିବାରେ ଲାଗିଛି ସ୍ଥିତି ।  କରୋନା କବଳରେ ସୁପ୍ରିମକୋର୍ଟର ୫୦ ପ୍ରତିଶତ କର୍ମଚାରୀ । ଆଜି ଠାରୁ ଘରେ ବସି ମାମଲାର ଶୁଣାଣି କରିବେ ବିଚାରପତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ମାମଲାର ବିଚାର କରାଯିବ । ସେହିପରି ସଂକ୍ରମଣକୁ ଦେଖି ଆଜି ୧୦.୩୦ ରେ ବସିବାକୁ ଥିବା ବେଞ୍ଚ ୧୧.୩୦ରେ ବସିବ ।

୧୧ଟା ପରିବର୍ତ୍ତେ ୧୨ ରେ ବେଞ୍ଚ ବସିବା ନେଇ ସୂଚନା ମିଳିଛି। ସେପଟେ, କର୍ମଚାରୀ କରୋନା ଆକ୍ରାନ୍ତ ବାହାରିବା ପରେ ସୁପ୍ରିମକୋର୍ଟର ସମ୍ପୂର୍ଣ୍ଣ ପରିସର, କୋର୍ଟ ରୁମକୁ ସାନିଟାଇଜ କରାଯିବ । ଦେଶରେ କରୋନାର ଦ୍ବିତୀୟ ଲହରୀ ଭୟଙ୍କର ଭାବେ ବ୍ୟାପିବାରେ ଲାଗିଛି । ଗତ ସପ୍ତାହ ମଧ୍ୟରେ ଦେଶରେ ୧୦ ଲକ୍ଷ ନୂତନ ସଂକ୍ରମିତ ଚିହ୍ନଟ ହୋଇସାରିଲେଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ