Masthead

ସୁପ୍ରିମକୋର୍ଟର ୫୦ ପ୍ରତିଶତ କର୍ମଚାରୀ କରୋନା ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । ବିଗିଡ଼ିବାରେ ଲାଗିଛି ସ୍ଥିତି ।  କରୋନା କବଳରେ ସୁପ୍ରିମକୋର୍ଟର ୫୦ ପ୍ରତିଶତ କର୍ମଚାରୀ । ଆଜି ଠାରୁ ଘରେ ବସି ମାମଲାର ଶୁଣାଣି କରିବେ ବିଚାରପତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ମାମଲାର ବିଚାର କରାଯିବ । ସେହିପରି ସଂକ୍ରମଣକୁ ଦେଖି ଆଜି ୧୦.୩୦ ରେ ବସିବାକୁ ଥିବା ବେଞ୍ଚ ୧୧.୩୦ରେ ବସିବ ।

୧୧ଟା ପରିବର୍ତ୍ତେ ୧୨ ରେ ବେଞ୍ଚ ବସିବା ନେଇ ସୂଚନା ମିଳିଛି। ସେପଟେ, କର୍ମଚାରୀ କରୋନା ଆକ୍ରାନ୍ତ ବାହାରିବା ପରେ ସୁପ୍ରିମକୋର୍ଟର ସମ୍ପୂର୍ଣ୍ଣ ପରିସର, କୋର୍ଟ ରୁମକୁ ସାନିଟାଇଜ କରାଯିବ । ଦେଶରେ କରୋନାର ଦ୍ବିତୀୟ ଲହରୀ ଭୟଙ୍କର ଭାବେ ବ୍ୟାପିବାରେ ଲାଗିଛି । ଗତ ସପ୍ତାହ ମଧ୍ୟରେ ଦେଶରେ ୧୦ ଲକ୍ଷ ନୂତନ ସଂକ୍ରମିତ ଚିହ୍ନଟ ହୋଇସାରିଲେଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା