Masthead

ଲୋୟର ପିଏମଜିରେ ଅନଲାଇନ ଗାଡ଼ି ଚାଳକ-ପୋଲିସ ମୁହାଁମୁହିଁ

ପୋଲିସକୁ ଟେକା ପଥର ମାରିଲେ, ଆମ ବସ୍ ଭାଙ୍ଗିଲେ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକ ପାଲଟିଛି ରଣକ୍ଷେତ୍ର । OLA, Uber  ଓ Rapido ଅନଲାଇନ୍ ଚାଳକଙ୍କ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଥିବା ବେଳେ ଆଜି ଆନ୍ଦୋଳନ ତୀବ୍ର ରୂପ ନେଇଛି । ଚାଳକ ଓ ପୋଲିସ୍ ମଧ୍ୟରେ ଧସ୍ତାଧସ୍ତି ସହ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡିଥିଲା ।

ଆନ୍ଦୋଳନକାରୀ ଚାଳକଙ୍କ ପକ୍ଷରୁ ପୋଲିସ୍ ଉପରକୁ ପଥର ମାଡ ହୋଇଥିବା ଅଭିଯୋଗ ରହିଛି । ସ୍ଥିତି ନିୟନ୍ତ୍ରଣ ବାହାରକୁ ଯିବା ପରେ ପୋଲିସ୍ ଲାଠି ଚାର୍ଜ କରିବା ସହ ପାଣି ମାଡ କରି ଭିଡକୁ ଘଉଡାଇଥିଲା । ଏହାସହ ଉତ୍ତେଜିତ ଚାଳକମାନେ ଏକ ବସ୍ କୁ ଭଙ୍ଗାରୁଜା କରିଥିବା ମଧ୍ୟ ଦେଖିବାକୁ ମିଳିଛି ।

କିଲୋମିଟର ପିଛା ଭଡ଼ା ବୃଦ୍ଧି, ଯାତ୍ରୀଙ୍କ ପକ୍ଷରୁ ବୁକିଂ କ୍ୟାନସେଲ୍ ହେଲେ ଦେୟ ଆଦାୟ ସମେତ ବିଭିନ୍ନ ଦାବି ନେଇ ଚାଳକମାନେ ଆନ୍ଦୋଳନ କରୁଛନ୍ତି। ତୃତୀୟ ଦିନରେ ଆନ୍ଦୋଳନ ଅଧିକ ତୀବ୍ର ହେବାରୁ ମାଷ୍ଟର କ୍ୟାଣ୍ଟିନ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନା ଲାଗି ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା