Masthead

ଭାରତର ସ୍ୱର ପାଇଁ ଲଢ଼େଇ କରୁଛି: ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ‘ଭାରତର ସ୍ୱର ପାଇଁ ଲଢ଼େଇ କରୁଛି, ଏଥିପାଇଁ ସବୁ ପ୍ରକାରର ମୂଲ୍ୟ ଦେବାକୁ ପ୍ରସ୍ତୁତ’ । ରାହୁଲ ଗାନ୍ଧି ଟ୍ୱିଟ କରି ଏଭଳି ଲେଖିଛନ୍ତି । ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇବାର ଗୋଟିଏ ଦିନ ପରେ ଶୁକ୍ରବାର ତାଙ୍କର ସଦସ୍ୟତା ପଦ ରଦ୍ଦ କରାଯାଇଛି।

ଏହାକୁ ନେଇ ବିରୋଧୀ ବିରୋଧ କରୁଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ଏକ ଟୁଇଟ୍‌ କରିଛନ୍ତି। ସେ ଲେଖିଛନ୍ତି, ମୁଁ ଭାରତର ସ୍ବର ପାଇଁ ଲଢେଇ କରୁଛି। ଏଥିପାଇଁ ସବୁ ପ୍ରକାରର ମୂଲ୍ୟ ଦେବାକୁ ମୁଁ ପ୍ରସ୍ତୁତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା