Masthead

ଭାରତର ସ୍ୱର ପାଇଁ ଲଢ଼େଇ କରୁଛି: ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ‘ଭାରତର ସ୍ୱର ପାଇଁ ଲଢ଼େଇ କରୁଛି, ଏଥିପାଇଁ ସବୁ ପ୍ରକାରର ମୂଲ୍ୟ ଦେବାକୁ ପ୍ରସ୍ତୁତ’ । ରାହୁଲ ଗାନ୍ଧି ଟ୍ୱିଟ କରି ଏଭଳି ଲେଖିଛନ୍ତି । ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇବାର ଗୋଟିଏ ଦିନ ପରେ ଶୁକ୍ରବାର ତାଙ୍କର ସଦସ୍ୟତା ପଦ ରଦ୍ଦ କରାଯାଇଛି।

ଏହାକୁ ନେଇ ବିରୋଧୀ ବିରୋଧ କରୁଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ଏକ ଟୁଇଟ୍‌ କରିଛନ୍ତି। ସେ ଲେଖିଛନ୍ତି, ମୁଁ ଭାରତର ସ୍ବର ପାଇଁ ଲଢେଇ କରୁଛି। ଏଥିପାଇଁ ସବୁ ପ୍ରକାରର ମୂଲ୍ୟ ଦେବାକୁ ମୁଁ ପ୍ରସ୍ତୁତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ