Masthead

ଭାରତୀୟ ରେଳବାଇର ମହାମାରୀ ବିରୋଧରେ ଲଢ଼େଇ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତୀୟ ରେଳବାଇର ମହାମାରୀ ବିରୋଧରେ ଲଢ଼େଇ । ଆରମ୍ଭ କଲା ଅକ୍ସିଜେନ ପରିବହନର ରୋଲ-ଅନ୍-ରୋଲ-ଅଫ । ଅକ୍ସିଜେନ ଏକ୍ସପ୍ରେସ ବର୍ତ୍ତମାନ ମହାରାଷ୍ଟ୍ରର କଲାମ୍ବୋଲି ଗୁଡ଼ ଶେଡ୍ରୁ ଆସିଥିବା ୭ଟି ଖାଲି ଟ୍ୟାଙ୍କର ପୂର୍ବତଟ ରେଳପଥରେ ରହିଛି । ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଆବଶ୍ୟକ ହେଉଛି ମେଡ଼ିକାଲ ଅକ୍ସିଜେନ। ଏହି ବିପଦ ସମୟରେ ଅମ୍ଳଜାନର ଅଭାବ ଥିବାରୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଅକ୍ସିଜେନ ଯୋଗାଉଛନ୍ତି । ଏହି ମହାମାରୀର ଲଢ଼େଇରେ ସାମିଲ ହୋଇଛି ଭାରତୀୟ ରେଳବାଇ ।

ଇସ୍ପାତ କାରଖାନାରୁ ବିଭିନ୍ନ ହସ୍ପିଟାଲକୁ ଅକ୍ସିଜେନ ଯୋଗାଇବା ପାଇଁ ଆରମ୍ଭ ହୋଇଛି ରୋ-ରୋ ସେବା । ଗୁରୁବାର ସକାଳେ ବିଶାଖାପାଟନାମ କଠାରେ ଅବସ୍ଥିତ ରାଷ୍ଟ୍ରୀୟ ଇସ୍ପାତ ନିଗମ ଲିମିଟେଡରେ ପହଞ୍ଚିଛି । ଏଥିରେ ଆସିଥିବା ଖାଲି ଟ୍ୟାଙ୍କରେ ତରଳ ମେଡିକାଲ ଅମ୍ଳଜାନ ଭରଣ କରାଯିବ । ପ୍ରତ୍ୟେକ ଟ୍ୟାଙ୍କରରେ ପ୍ରାୟ ୧୫ ଟନ ଏଲ୍ଏମ୍ଠ ଲୋଡ ହେବ । ଏହାପରେ ମହାରାଷ୍ଟ୍ର ଆଡକୁ ଗତି କରିବ ବୋଲି ଜଣାପଡ଼ିଛି । ଅକ୍ସିଜେନ ଏକ୍ସପ୍ରେସ ଦେଶର ବିଭିନ୍ନ ସ୍ଥାନକୁ ଯାତାୟତ କରିବା ସହିତ ରୋଗୀ ଏବଂ ବିଭିନ୍ନ ଡାକ୍ତରଖାନାକୁ ଅକ୍ସିଜେନ ଯୋଗାଇବାରେ ସାହାର୍ଯ୍ୟ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ