Masthead

ସଚିବାଳୟରୁ ଫାଇଲ ନେଲେ, କ୍ୟାମେରା ଫୁଟେଜ ଡିଲିଟ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସେବା ଭବନରୁ ବୋହିନେଲେ ଫାଇଲ । ସିସିଟିଭି କ୍ୟାମେରାରୁ ଉଡ଼ାଇ ଦେଲେ ଫୁଟେଜ! ଲୋକସଭା ଭବନ, ଖାରବେଳ ଭବନ ତଥ୍ୟ ଉଭାନ । କୃଷି ଭବନ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ତଥ୍ୟ ଉଭାନ ! ଅନେକ ଫାଇଲ ବାହାରକୁ ନିଆଯାଇଥିବା ସୂଚନା । ଫାଇଲ ବାହାରକୁ ଯିବା ପଛର କାରଣ କ’ଣ? । କିଛି ତଥ୍ୟ ଲୁଚାଇବାକୁ ପ୍ରୟାସ ନୁହେଁ ତ? । ସିସି କ୍ୟାମେରାରୁ ଫୁଟେଜ ଡିଲିଟ କରାଯାଇଥିବା ଚର୍ଚ୍ଚା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ