Masthead

ଲୋକସଭା ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ଦାଖଲ ହେବ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୧ଟି ରାଜ୍ୟର ୧୦୨ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ନିର୍ବାଚନ କମିସନ୍ । ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ୧୯ ଏପ୍ରିଲରେ ପଡିବ ଭୋଟ୍ । ଏଥିପାଇଁ ଆଜିଠାରୁ ଆରମ୍ଭ ହେବ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ଗତ ୧୬ ମାର୍ଚ୍ଚରେ ସାମ୍ବାଦିକ ସମ୍ମିଳନୀରେ ଲୋକସଭା ନିର୍ବାଚନ ନେଇ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିସନ୍ ।

ପ୍ରଥମ ପର୍ଯ୍ୟାୟରେ ତାମିଲନାଡୁରୁ ୩୯, ରାଜସ୍ଥାନରୁ ୧୨, ଉତ୍ତରପ୍ରଦେଶରୁ ୮, ମଧ୍ୟପ୍ରଦେଶରୁ ୬, ଆସାମ, ମହାରାଷ୍ଟ୍ର ଏବଂ ଉତ୍ତରପ୍ରଦେଶରୁ ୫, ବିହାରରୁ ୪ ଜଣ, ପଶ୍ଚିମବଙ୍ଗରୁ ୩ ଜଣ, ଅରୁଣାଚଳ ପ୍ରଦେଶ, ମଣିପୁର ଏବଂ ମେଘାଳୟରୁ ୨ ଆସନ ଅନ୍ତର୍ଭୁକ୍ତ । ଏଥିସହ ପୁଡୁଚେରୀ, ଲକ୍ଷ୍ମୀଦ୍ୱୀପ, ଜାମ୍ମୁ କାଶ୍ମୀର, ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜ, ତ୍ରିପୁରା, ସିକ୍କିମ, ନାଗାଲାଣ୍ଡ, ମିଜୋରାମ ଏବଂ ଛତିଶଗଡରେ ଗୋଟିଏ ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ