Masthead

ଆଉ ନାହାନ୍ତି ରାମୋଜୀ ରାଓ, ୮୭ ବର୍ଷରେ ପରଲୋକ

ହାଇଦ୍ରାବାଦ(ବଡ଼ ଖବର ବ୍ୟୁରୋ): ପରଲୋକରେ ରାମୋଜୀ ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜୀ ରାଓ । ଫିଲ୍ମ ସିଟିର ବାଦଶାହା କୁହାଯାଉଥିବା ତଥା ଦେଶର ସବୁଠୁ ବଡ ଫିଲ୍ମ ସିଟିର ମାଲିକ ରାମୋଜୀ ରାଓ । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ତେଲୁଗୁ ଦେଶମ ପାର୍ଟି ନେତା ଚନ୍ଦ୍ରବାବୁ ନାଇଡୁ ଏବଂ ଅନ୍ୟମାନେ ତାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଦୀର୍ଘ ଦିନ ଅସୁସ୍ଥତା କାରଣରୁ ହାଇଦ୍ରାବାଦର ଏଆଇଜି ହସ୍ପିଟାଲରେ ଚିକିତ୍ସାଧିନ ଥିଲେ । ରାମୋଜି ଫିଲ୍ମ ସିଟିର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଆସୁଥିବା ରାମୋଜୀ ରାଓଙ୍କ ଅନ୍ତିମ ସଂସ୍କାର ରବିବାର ପୂର୍ବାହ୍ନ ୧୦ଟାରେ ଜୁବିଲି ହିଲ୍ସସ୍ଥିତ ମହାପ୍ରସ୍ଥାନମ୍ ଠାରେ ସମ୍ପନ୍ନ ହେବାର ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ