Masthead

ମହାକାଶରେ ହେବ ଫିଲ୍ମ ସୁଟିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):   ସୁଟିଂ ହେବାକୁ ଯାଉଛି ମହାକାଶରେ ପ୍ରଥମ ଫିଚର ଫିଲ୍ମ  । ପ୍ରଥମ ଥର ପାଇଁ ମହାକାଶରେ ସୁଟିଂ ହେବ ଫିଲ୍ମ । କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ ।  ଯାହାରା ସୁଟିଂ କରିବାକୁ  ପ୍ରୟାସ କରିଛି ଋଶ । ରୁଷ୍‌ର ଚଳଚ୍ଚିତ୍ର ନିର୍ମାତା ମହାକାଶରେ ପ୍ରଥମ ଚଳଚ୍ଚିତ୍ର ସୁଟିଂ ପାଇଁ ପ୍ରୟାସ କରିବାକୁ ଯାଉଛନ୍ତି । ଏଥିପାଇଁ ଆନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନ୍ (ଆଇଏସ୍ଏସ୍) ରେ ଏକ ସୋୟୁଜ୍ ମହାକାଶଯାନରେ ଲଞ୍ଚ କରିବାକୁ ଯାଉଛନ୍ତି ।

ଆଜିଠୁ ଏହି ପ୍ରକ୍ରିୟା ଆରମ୍ଭ ହେବ ବୋଲି ଜଣାପଡ଼ିଛି। ମଙ୍ଗଳବାର ଆନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନ୍ (ଆଇଏସ୍ଏସ୍) ପାଇଁ ଧାର୍ଯ୍ୟ ହୋଇଥିବା ତିନି ଜଣିଆ କ୍ରୁ ସଦସ୍ୟରେ ଜଣେ ଅଭିନେତା ଏବଂ ନିର୍ଦ୍ଦେଶକ ଅଛନ୍ତି  । ଯିଏ ମହାକାଶରେ ପ୍ରଥମ ଫିଚର ଫିଲ୍ମର ସୁଟିଂ କରିବେ । ଏଥିରେ ରୁଷୀୟ ଅଭିନେତା ୟୁଲିଆ ପେରେସିଲ୍ଡ ଏହି ପ୍ରଥମ ଫିଚର ଫିଲ୍ମରେ ଅଭିନୟ କରିବାକୁ ମନୋନୀତ ହୋଇଥିବା ବେଳେ ଏହାର ନିର୍ଦ୍ଦେଶନା ଦେବେ କ୍ଲିମ୍ ଶିପେଙ୍କୋ । ଭେଟେରାନ୍ ମହାକାଶଚାରୀ ଆଣ୍ଟୋନ୍ ସୋୟୁଜ୍ ରକେଟ୍ ଉତକ୍ଷେପଣର ନିର୍ଦ୍ଦେଶନା ଦେବେ ବୋଲି ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ