Masthead

ଶେଷରେ ଧରାଦେଲା ସୁରେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଭିନ୍ନକ୍ଷମ ଯୁବତୀଙ୍କୁ ଯୌନ ନିର୍ୟାତନା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସୁରେଶ ବେହେରାକୁ ଧରିଛି ପୋଲିସ । ଏନେଇ ଏୟାରପୋର୍ଟ ଥାନାରେ ଅଧିକ ପଚରାଉଚରା କରୁଛି ପୋଲିସ । ପ୍ରଥମେ ବଡ଼ ଖବର ଏହି ଘଟଣାର ଖୁଲାସା କରିବା ପରେ ପୋଲିସ ଆକ୍ସନ ମୋଡକୁ ଆସିଥିଲା । ହେଲେ ଅଭିଯୁକ୍ତ ସୁରେଶ ଫେରାର ଥିଲା । ନିଖିଳ ଓଡିଶା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘର ସାଧାରଣ ସଂପାଦକ ହେଉଛି ସୁରେଶ । ରାଜଧାନୀ ଭୁବନେଶ୍ୱରର ପଳାଶପଲ୍ଲୀ ସ୍ଥିତ ଭିନ୍ନକ୍ଷମ ତାଲିମକେନ୍ଦ୍ରରେ ହାଇ ପ୍ରୋଫାଇଲ ସେକ୍ସ ରାକେଟ୍ ଚାଲିଥିବା ନେଇ ଅଭିଯୋଗ ହୋଇଥିଲା । ଏହାର ଭିଡିଓ ଭାଇରାଲ୍ ହେବା ପରେ ଖୋଲିଛି କେଳେଙ୍କାରୀର ଗୁମର । ଏଭଳି ଜଘନ୍ୟ ଘଟଣାର ପର୍ଦ୍ଦାଫାଶ କରିଥିଲେ ତାଲିମ କେନ୍ଦ୍ରର ଅନ୍ତେବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ