ଆୟକର ସୀମା ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦି ୩.୦ ସରକାରର ପ୍ରଥମ ବଜେଟ୍ ଉପସ୍ଥାପନ ହୋଇଛି। ୨୦୨୪-୨୫ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଆଗତ ହୋଇଛି।  ଏହି ଅବସରରେ ବ୍ୟକ୍ତିଗତ ଆୟକର ସୀମା ଘୋଷଣା କଲେ ଅର୍ଥମନ୍ତ୍ରୀ । ନୂଆ ବ୍ୟବସ୍ଥା ଅନୁସାରେ ୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ଶୂନ ।

୩ ଲକ୍ଷରୁ ୭ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୫% ।  ୭ ଲକ୍ଷରୁ ୧୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୦%  । ୧୦ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୫%  । ୧୨ରୁ ୧୫ ଲକ୍ଷ ଆୟ ପାଇଁ ଆୟକର ୨୦% । ୧୫ ଲକ୍ଷରୁ ଅଧିକ ଆୟ ପାଇଁ ଆୟକର ୩୦%  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ