Masthead

୫ ହଜାର ରନ କ୍ଲବରେ ଫିଞ୍ଚ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୫ ହଜାର ରନ କ୍ଲବରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ୍ ଫିଞ୍ଚ୍ । ଦିନିକିଆରେ ୫ ହଜାର ରନ ପୂରଣ କରିବାରେ ସେ ଦ୍ୱିତୀୟ ଦ୍ରୁତତମ ବ୍ୟାଟ୍ସମ୍ୟାନ । ଏହି କ୍ଲବରେ ସାମିଲ ହେବାକୁ ତାଙ୍କୁ ୧୨୬ଟି ମ୍ୟାଚ ଲାଗିଛି । ପ୍ରଥମ ଦିନିକିଆରେ ଅଧିନାୟକ ଫିଞ୍ଚ୍ ରୋମାଞ୍ଚକ ଶତକ ହାସଲ କରିଥିଲେ । ସେ ୧୨୪ ବଲରେ ୧୧୪ ରନ କରିଥିଲେ । ଏହି କିର୍ତ୍ତୀମାନ ଦ୍ୱାରା ଫିଞ୍ଚ ପୂର୍ବତନ ବ୍ୟାଟ୍ସମ୍ୟାନ ଡିନ୍ ଜୋନସଙ୍କୁ ପଛରେ ପକାଇଛନ୍ତି । ଦ୍ରୁତତମ ୫ ହଜାର କ୍ଲବରେ ଡେଭିଡ ୱାର୍ଣ୍ଣର ପ୍ରଥମ ସ୍ଥାନରେ ଅଛନ୍ତି । ଏହି କିର୍ତ୍ତୀମାନ ୱାର୍ଣ୍ଣର ୧୧୫ଟି ପାଳିରେ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି