Masthead

ଭୁବନେଶ୍ୱରରୁ ଚୋରା ବାଇକ ଗ୍ୟାଙ୍ଗ ଠାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଠାବ ହେଲା ବାଇକ ଚୋରି ରାକେଟ । ବିଭିନ୍ନ ସମୟରେ ଜନଗହଳିପୂର୍ଣ୍ଣ ସ୍ଥାନରୁ ବାଇକ ଚୋରି କରୁଥିବା ଏହି ଗ୍ୟାଙ୍ଗକୁ ଠାବ କରିଛି ବଡ଼ଗଡ଼ ଥାନା ପୋଲିସ । ଗ୍ୟାଙ୍ଗ ଲିଡ଼ର ସମେତ ୫ ଜଣକୁ ଗିରଫ କରାଯାଇଛି । ସେଥିରେ ୨ ଜଣ ଚୋର ଓ ୩ ଜଣ ରିଷିଭର ଅଛନ୍ତି। ବିଶେଷ କରି ଭୁବନେଶ୍ୱର କୋର୍ଟ, ୧ ନମ୍ୱର ହାଟ ସମେତ ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରୁ ଚୋରି କରୁଥିଲେ ବାଇକ । ଏହି ରାକେଟକୁ ଠାବ କରିଛି ବଡଗଡ଼ ଥାନା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ